ଅଧ୍ୟାପକଙ୍କ ଘରେ ଭିଜିଲାନ୍ସ ଚଢ଼ଉ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, February 14, 2019

ଅଧ୍ୟାପକଙ୍କ ଘରେ ଭିଜିଲାନ୍ସ ଚଢ଼ଉ

ସୋର (ଶଶିକାନ୍ତ ବେହେରା): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଜଣେ ଅଧ୍ୟାପକ। ସେ ହେଲେ ବାଲେଶ୍ୱର ଜିଲ୍ଲା ତଳନଗର ମହାବିଦ୍ୟାଳୟର ଅଧ୍ୟାପକ ରାମଚନ୍ଦ୍ର ଉପାଧ୍ୟୟ। ତାଙ୍କ ଘରେ ଭିଜିଲାନ୍ସ ଅଧିକାରୀମାନେ ଚଢ଼ଉ କରିଛନ୍ତି। ରାମଚନ୍ଦ୍ରଙ୍କ ଘର ସମେତ ୪ଟି ସ୍ଥାନରେ ବାଲେଶ୍ୱରର ୫ ଜଣିଆ ଭିଜିଲାନ୍ସ ଟିମ୍‌ ପକ୍ଷରୁ ଚଢ଼ଉ କରିଛି।

ବାହାନାଗା ବ୍ଲକ୍‌ ଆସିମିଳା ଠାରେ ଥିବା ବାସଭବନ ଏବଂ ତଳନଗର କଲେଜ ଛକରେ ଥିବା ତାଙ୍କର ୨ଟି ବିଲ୍ଡିଂର ଚଢ଼ଉ ହୋଇଛି। ଚଢ଼ଉ ବେଳେ ୩ ଲକ୍ଷରୁ ଅଧିକ ଟଙ୍କା ଜବତ ହୋଇଛି।



from Odisha Reporter http://bit.ly/2TQLMlG

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages