ହାଇକୋର୍ଟ ଗଲେ ଭୃଗୁ ଓ ଗୋଲକ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, February 7, 2019

ହାଇକୋର୍ଟ ଗଲେ ଭୃଗୁ ଓ ଗୋଲକ

କଟକ(ଓଡ଼ିଶା ରିପୋର୍ଟର): ବହୁଚର୍ଚ୍ଚିତ ଗଞ୍ଜାମ ଜିଲ୍ଲା ଛତ୍ରପୁର କାଉନସିଲର ଲକ୍ଷ୍ମୀଦତ୍ତ ହତ୍ୟା ମାମଲାରେ ପୁଲିସର ନୋଟିସ୍‌ ପାଇଥିବା ଦୁଇ ବରିଷ୍ଠ ବିଜେପି ନେତା ଗୋଲକ ମହାପାତ୍ର ଓ ଭୃଗୁ ବକ୍ସିପାତ୍ର ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଆଗୁଆ ଜାମିନ ପାଇଁ ସେମାନେ କୋର୍ଟରେ ଆବେଦନ କରିଥିବା ଜଣାପଡ଼ିଛି।

ଗତକାଲି ସ୍ୱାସ୍ଥ୍ୟଗତ କାରଣ ଦର୍ଶାଇ ଗୋଲକ ଛତ୍ରପୁର ଥାନାରେ ହାଜର ହୋଇ ନଥିଲେ।

ସୂଚନାଯୋଗ୍ୟ, ୨୦୧୭ ସେପ୍ଟେମ୍ବର ୧୬ ତାରିଖରେ ଛତ୍ରପୁରର ଯୁବ ନେତା ଲକ୍ଷ୍ମୀଦତ୍ତ ପ୍ରଧାନଙ୍କୁ ହତ୍ୟା କରାଯାଇଥିଲା। ଏହି ମାମଲାରେ ୧୫ରୁ ଅଧିକ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି।



from Odisha Reporter http://bit.ly/2I1o5pr

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages