
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହଙ୍କ ଓଡ଼ିଶା ଗସ୍ତ ବାତିଲ୍ ହୋଇଛି। ଏଥିସହ ତାଙ୍କର ଆଜିର ସମସ୍ତ ରାଜନୈତିକ କାର୍ଯ୍ୟକ୍ରମ ବାତିଲ୍ କରାଯାଇଛି। ଜମ୍ମୁ ଓ କଶ୍ମୀର ପୁଲଓ୍ୱାମାରେ ଆତଙ୍କବାଦୀ ଆକ୍ରମଣ ଯୋଗୁ ତାଙ୍କର ସମସ୍ତ କାର୍ଯ୍ୟକ୍ରମ ବାତିଲ ହୋଇଛି।
ଆଜି ସମ୍ୱଲପୁର କାର୍ଯ୍ୟକ୍ରମରେ ଶାହ ଯୋଗଦେଇଥାନ୍ତେ। ସମ୍ବଲପୁରରେ ହେବାକୁ ଥିବା କର୍ମୀ ସମ୍ମିଳନୀରେ ୪ଟି ଲୋକସଭା କ୍ଷେତ୍ର ବରଗଡ଼, ସୁନ୍ଦରଗଡ଼, ସମ୍ବଲପୁର ଓ ଢେଙ୍କାନାଳର ବୁଥସ୍ତରୀୟ କର୍ମୀଙ୍କ ସହ ଶାହ ଆଲୋଚନା କରିବାର କାର୍ଯ୍ୟକ୍ରମ ଥିଲା।
from Odisha Reporter http://bit.ly/2V0CeoA
No comments:
Post a Comment