ବୋଲେରୋ ଦୁର୍ଘଟଣାରେ ଜଣେ ମୃତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, February 24, 2019

ବୋଲେରୋ ଦୁର୍ଘଟଣାରେ ଜଣେ ମୃତ

ବାଲେଶ୍ୱର (ରଶ୍ମିରଞ୍ଜନ ଦାସ): ବାଲେଶ୍ୱର ଜିଲ୍ଲା ୧୬ ନମ୍ୱର ଜାତୀୟ ରାଜପଥରେ ଏକ ବୋଲେରୋ ଦୁର୍ଘଟଣାର ସମ୍ମୁଖୀନ ହେବା ଫଳରେ ଡ୍ରାଇଭରଙ୍କ ମୃତ୍ୟୁ ଘଟିଛି। ଦୁର୍ଘଟଣାରେ ଅନ୍ୟ ୪ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତମାନଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ମୃତକ ଜଣଙ୍କ ହେଲେ ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ଅଞ୍ଚଳର ସାହାଜାନ୍‌ ଖାନ୍‌।

ମୃତାହତମାନେ ଆସୁଥିବା ବେଳେ କୌଣସି ଏକ ଗାଡ଼ି ସେମାନଙ୍କ ବୋଲେରୋକୁ ଧକ୍କା ଦେଇ ଚାଲି ଯାଇଥିଲା।



from Odisha Reporter https://ift.tt/2GJdle0

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages