
ଢେଙ୍କାନାଳ (ରାଜଶ୍ରୀ ଶତପଥୀ): ଢେଙ୍କାନାଳ ଜିଲ୍ଲା ଗଁଦିଆ ଥାନା ଅନ୍ତର୍ଗତ ମନ୍ଦାର ପାଖରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍କୁ ହାଇଓ୍ୱା ଧକ୍କା ଦେବାରୁ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି। ମୃତକ ଜଣକ APR କନଷ୍ଟେବଳ ବୋଲି ଜଣାପଡ଼ିଛି।
ଦୁର୍ଘଟଣାରେ ଗୁରୁତର ଯୁବକଙ୍କୁ କଟକ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି।
ଦୁର୍ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଥିଲା। ମୃତକଙ୍କ ପରିବାରକୁ କ୍ଷତିପୂରଣ ଦେବା ଦାବିରେ ଉତ୍ତ୍ୟକ୍ତ ଲୋକେ ରାସ୍ତାରେ ଟାୟାର ଜାଳି ଅବରୋଧ କରିଥିଲେ।
from Odisha Reporter https://ift.tt/2BPUxpg
No comments:
Post a Comment