୨୦ରେ ଆନ୍ଦୋଳନକୁ ଓହ୍ଲାଇବ ସ୍କୁଲ କଲେଜ ଶିକ୍ଷକ ମିଳିତ ମଞ୍ଚ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, February 12, 2019

୨୦ରେ ଆନ୍ଦୋଳନକୁ ଓହ୍ଲାଇବ ସ୍କୁଲ କଲେଜ ଶିକ୍ଷକ ମିଳିତ ମଞ୍ଚ

teacher

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ମିଳିତ ମଞ୍ଚ ଆସନ୍ତା ୨୦ ତାରିଖରୁ ଆନ୍ଦୋଳନକୁ ଓହ୍ଲାଇବ। ସରକାରଙ୍କ ଉଦାସୀନତା ପ୍ରତିବାଦରେ ଏହି ଆନ୍ଦୋଳନ ଡାକରା ଦେଇଛି ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ମିଳିତ ମଞ୍ଚ।
ଏକ ଲକ୍ଷ ଶିକ୍ଷକ ଏବଂ କର୍ମଚାରୀଙ୍କୁ ନେଇ ୨୦ ତାରିଖରେ ଲୋୟର ପିଏମ୍‌ଜି ଛକରେ ଏକ ମହାସମାବେଶ ଅନୁଷ୍ଠିତ ହେବ। ଦାବି ପୂରଣ ନହେବା ପର୍ଯ୍ୟନ୍ତ ଧାରଣା ଦିଆଯିବ ବୋଲି କହିଛି ସଂଘ। ପୂର୍ବରୁ ସଂଘ ପକ୍ଷରୁ ଦିଆଯାଇଥିବା ଦାବି ସରକାର ପୂରଣ କରିବାରେ ବିଫଳ ହୋଇଥିବା ଅଭିଯୋଗ ହୋଇଛି।

ସପ୍ତମ ବେତନ ହାରରେ ଦରମା ପ୍ରଦାନ, ଚାକିରୀ ସର୍ତ୍ତାବଳୀ ଓ ବକେୟା ଥିବା ଦରମା ପାଇଁ ବହୁ ଦିନରୁ ଦାବି ହୋଇଆସୁଥିବା ସଂଘ ପକ୍ଷରୁ ସୂଚନା ଦିଆଯାଇଛି।



from Odisha Reporter http://bit.ly/2GmFl6R

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages