ଆସନ୍ତାକାଲି ଆସିବେ ମୁଖ୍ୟ ନିର୍ବାଚନ କମିଶନର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, February 12, 2019

ଆସନ୍ତାକାଲି ଆସିବେ ମୁଖ୍ୟ ନିର୍ବାଚନ କମିଶନର

sunilarora

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତାକାଲି ମୁଖ୍ୟ ନିର୍ବାଚନ କମିଶନର ସୁନୀଲ ଅରୋରା ଭୁବନେଶ୍ୱର ଆସିବେ। ଆଜି ରାଜ୍ୟ ନିର୍ବାଚନ ଅଧିକାରୀ ସୁରେନ୍ଦ୍ର କୁମାର ଏହି ସୂଚନା ଦେଇଛନ୍ତି।

ସେ କହିଛନ୍ତି, ମୁଖ୍ୟ ନିର୍ବାଚନ କମିଶନର୍ ଆସନ୍ତାକାଲି ସନ୍ଧ୍ୟାରେ ଭୁବନେଶ୍ୱରରେ ପହଞ୍ଚିବେ। ଆସନ୍ତା ୧୪ ଓ ୧୫ ତାରିଖ ଦୁଇଦିନ ଧରି ସେ ରାଜ୍ୟର ନିର୍ବାଚନ ପ୍ରସ୍ତୁତି ନେଇ ସମୀକ୍ଷା କରିବେ। ୧୫ ତାରିଖରେ ସେ ଫେରିଯିବେ।

ଅନ୍ୟପକ୍ଷରେ ନିର୍ବାଚନ ପୂର୍ବରୁ ସଚେତନତା ପାଇଁ ସଚିବାଳୟରେ ଆଜି ମକ୍ ପୋଲ୍ କରାଯାଇଛି। ମୁଖ୍ୟ ଶାସନ ସଚିବଙ୍କ ସମେତ ବହୁ ଅଧିକାରୀ ଏଥିରେ ସାମିଲ ହୋଇଥିଲେ। ମକ୍ ପୋଲ୍‌ରେ ଇଭିଏମ୍, ଭିଭିପାଟ୍ ବ୍ୟବହାର ନେଇ ଅଧିକାରୀ ଓ ସଚିବାଳୟ କର୍ମଚାରୀଙ୍କୁ ତାଲିମ ଦିଆଯାଇଛି।



from Odisha Reporter http://bit.ly/2TLsOwL

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages