ଅଗ୍ନିକାଣ୍ଡରେ ୩ ଗୋରୁ ଜୀବନ୍ତ ଦଗ୍ଧ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, February 12, 2019

ଅଗ୍ନିକାଣ୍ଡରେ ୩ ଗୋରୁ ଜୀବନ୍ତ ଦଗ୍ଧ

fire000

ଭଦ୍ରକ(ତପନ ସ୍ୱାଇଁ): ଭଦ୍ରକ ଜିଲ୍ଲା ସାହାଡ଼ା ପଞ୍ଚାୟତର ଧର୍ମଶରଣବିନ୍ଧା ଗାଁରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ନିଆଁରେ ତିନୋଟି ପରିବାରର ୯ ବଖରା ଘର ଭସ୍ମୀଭୂତ ହୋଇଯାଇଛି। ଏହାସହ ୩ଟି ଗୋରୁ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି। ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚ ନିଆଁକୁ ଆୟତ୍ତ କରିଥିଲା।

ଗତକାଲି ବିଳମ୍ବିତ ରାତିରେ ଏହି ଅଗ୍ନିକାଣ୍ଡ ଘଟିଥିଲା। ଅଗ୍ନିକାଣ୍ଡର କାରଣ ଜଣାପଡ଼ି ନାହିଁ।



from Odisha Reporter http://bit.ly/2RZ43eW

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages