ବ୍ଲେଡ୍‌ରେ ଯୁବତୀଙ୍କ ବେକ କାଟିଦେଲା ଯୁବକ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, February 17, 2019

ବ୍ଲେଡ୍‌ରେ ଯୁବତୀଙ୍କ ବେକ କାଟିଦେଲା ଯୁବକ

ctc

କଟକ (ପ୍ରଭାତ ବିଷୋୟୀ): କଟକ ଜିଲ୍ଲା ବାଦାମବାଡ଼ି ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ଜଣେ ଯୁବକ ବ୍ଲେଡ୍ ଓ କାଚରେ ଯୁବତୀଙ୍କୁ ଆକ୍ରମଣ କରିଛି। ଗୁରୁତର ଅବସ୍ଥାରେ ତାଙ୍କୁ କଟକ ବଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ତାଙ୍କ ବେକରେ ଗଭୀର ଆଘାତ ଲାଗିଛି।

ଘଟଣା ପରେ ସ୍ଥାନୀୟ ଲୋକେ ଆକ୍ରମଣକାରୀକୁ କାବୁ କରି ନେଇଥିଲେ ଓ ନିସ୍ତୁକ ମାଡ଼ ମାରି ପୁଲିସ୍‌କୁ ହସ୍ତାନ୍ତର କରିଥିଲେ। ପୁଲିସ୍‌ ଅଭିଯୁକ୍ତକୁ ଅଟକ ରଖି ପଚରାଉଚରା କରୁଛି।

ଅଭିଯୋଗ ଅନୁସାରେ, ଗତକାଲି ରାତି ପ୍ରାୟ ୮ଟାରେ ଏକ କସ୍‌ମେଟିକ୍‌ ଦୋକାନରେ କୌଣସି କଥାକୁ ନେଇ ଯୁବତୀଙ୍କ ସହ ଯୁବକ ଜଣଙ୍କ ଝଗଡ଼ା କରିଥିଲା। ଏହାପରେ ହଠାତ୍‌ ସେ ବ୍ଲେଡ୍‌ ଓ କାଚରେ ଯୁବତୀଙ୍କୁ ଆକ୍ରମଣ କରିଥିଲା।



from Odisha Reporter http://bit.ly/2DRDwLF

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages