୯ଟି ଚୋରା ବାଇକ୍ ଜବତ, ଜଣେ ଗିରଫ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, February 2, 2019

୯ଟି ଚୋରା ବାଇକ୍ ଜବତ, ଜଣେ ଗିରଫ

ଜଳେଶ୍ୱର (ଅଜିତ୍‌ କୁମାର ଦାସ): ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ପୁଲିସ୍‌ ବିଭିନ୍ନ ସ୍ଥାନରେ ଚଢ଼ଉ କରି ୯ଟି ଚୋରା ବାଇକ୍‌ ଜବତ କରିଛି। ବାଇକ୍‌ ଚୋରି ଅଭିଯୋଗରେ ପୁଲିସ୍‌ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ତାକତପୁର ଅଞ୍ଚଳର ମଦନ ମୋହନ ଦାସ।

ସୂଚନା ଅନୁସାରେ, ଜଳେଶ୍ୱର ଆଇଆଇସି ପ୍ରଦୀପ କୁମାର ମାଝିଙ୍କ ନେତୃତ୍ୱରେ ୫ଜଣିଆ ଟିମ୍‌ ପଶ୍ଚିମବଙ୍ଗର ଦାନ୍ତୁନ ଥାନା ଅନ୍ତର୍ଗତ ବିଭିନ୍ନ ଅଞ୍ଚଳରେ ଚଢ଼ଉ କରିଥିଲା।

ବାଲେଶ୍ୱର ଜିଲ୍ଲା ସହଦେବଖୁଣ୍ଟାରେ ୩ଟି ମାମଲାରେ ସେ ସମ୍ପୃକ୍ତ ଥିବା ପୁଲିସ୍‌ କହିଛି। ବର୍ଷକ ତଳେ ତା’ ନିକଟରୁ ପୁଲିସ୍‌ ୨୬ଟି ଗାଡ଼ି ଜବତ କରିଥିଲା।



from Odisha Reporter http://bit.ly/2Gice3R

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages