ହେଲିକପ୍ଟର ଦୁର୍ଘଟଣାରେ ନେପାଳ ପର୍ଯ୍ୟଟନ ମନ୍ତ୍ରୀଙ୍କ ସହ ୬ ମୃତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, February 27, 2019

ହେଲିକପ୍ଟର ଦୁର୍ଘଟଣାରେ ନେପାଳ ପର୍ଯ୍ୟଟନ ମନ୍ତ୍ରୀଙ୍କ ସହ ୬ ମୃତ

କାଠମାଣ୍ଡୁ: ନେପାଳର ତେହାରଥୁମ ଜିଲ୍ଲାରେ ଏକ ଭୟଙ୍କର ହେଲିକପ୍ଟର ଦୁର୍ଘଟଣା ଘଟିଛି। ଏହି ହେଲିକପ୍ଟରରେ ନେପାଳର ପର୍ଯ୍ୟଟନ ମନ୍ତ୍ରୀ ରବୀନ୍ଦ୍ର ଅଧିକାରୀଙ୍କ ସହ ୬ ଜଣ ଲୋକ ରହିଥିଲେ। ଦୁର୍ଘଟଣା ପରେ ସମସ୍ତଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି।

ପର୍ଯ୍ୟଟନ ମନ୍ତ୍ରୀ ଶ୍ରୀ ଅଧିକାରୀ ତାପଲେଜୁଙ୍ଗ ଠାରୁ ତେହାରଥୁମ ଯାଉଥିଲେ। ତେବେ ଏହି ହେଲିକପ୍ଟରଟି ହଠାତ୍‌ ତଳକୁ ଖସି ପଡ଼ିଥିଲା। ଏବେ ବି ସେଠାରେ ଉଦ୍ଧାର କାର୍ଯ୍ୟ ଜାରି ରହିଥିବା ଜଣାପଡ଼ିଛି। ଦୁର୍ଘଟଣାର କାରଣ ମଧ୍ୟ ଜଣାପଡ଼ି ନାହିଁ।



from Odisha Reporter https://ift.tt/2Vqh57r

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages