ସହିଦଙ୍କ ପରିବାରକୁ ସମବେଦନା ଜଣାଲେ ମୁଖ୍ୟମନ୍ତ୍ରୀ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, February 15, 2019

ସହିଦଙ୍କ ପରିବାରକୁ ସମବେଦନା ଜଣାଲେ ମୁଖ୍ୟମନ୍ତ୍ରୀ

cm

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଜମ୍ମୁ ଓ କଶ୍ମୀରର ପୁଲଓ୍ୱାମାରେ ଗତକାଲି ଆତଙ୍କବାଦୀ ଆକ୍ରମଣରେ ସହିଦ ହୋଇଥିବା ଦୁଇ ଜଣ ଓଡ଼ିଆ ଯବାନଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମବେଦନା ଜଣାଇଛନ୍ତି।

ମୁଖ୍ୟମନ୍ତ୍ରୀ ଟେଲିଫୋନ୍‌ରେ ଉଭୟ ସହିଦ ପ୍ରସନ୍ନ କୁମାର ସାହୁ ଏବଂ ମନୋଜ ବେହେରାଙ୍କ ପରିବାର ସହ କଥା ହୋଇଛନ୍ତି।

ସେହିପରି ଆଜି ସଚିବାଳୟ ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ ସହିଦଙ୍କ ଅମରଆତ୍ମାର ସଦଗତି ନିମନ୍ତେ ଏକ ମିନିଟ୍ ନୀରବ ପ୍ରାର୍ଥନା କରିଛନ୍ତି।



from Odisha Reporter http://bit.ly/2S0QJ9T

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages