୬ ଫେବୃଆରୀ, ବୁଧବାର: ମାନସିକ ଅଶାନ୍ତିରେ ଦିନଟି କଟିବ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, February 5, 2019

୬ ଫେବୃଆରୀ, ବୁଧବାର: ମାନସିକ ଅଶାନ୍ତିରେ ଦିନଟି କଟିବ

Rasi-Fala-2-1-1-3-2-1-2-1-2-1-1-3-3-1-1-1-1-1-1-2-1-1-4-4-1-2-2-3-2-1-1-1-2-1

ମେଷ: ଦିନଟି ଭଲରେ କଟିବ। ପରିବାର ସଦସ୍ୟଙ୍କ ସହ ଖୁସିରେ ଦିନଟି କାଟିବେ। ଆର୍ଥିକସ୍ଥିତି ସ୍ୱଚ୍ଛଳ ରହିବ।

ବୃଷ: ଗହଣା କିଣିପାରନ୍ତି। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଆଣ୍ଠୁଗଣ୍ଠିରେ ଯନ୍ତ୍ରଣା ଅନୁଭବ କରିବେ।

ମିଥୁନ: ଆଜି କୌ଼ଣସି କଥାକୁ ନେଇ ମାନସିକ ଅଶାନ୍ତିରେ ରହିପାରନ୍ତି। ସହକର୍ମୀଙ୍କ ସହଯୋଗ ମିଳିବ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।

କର୍କଟ: କୌଣସି କଥାକୁ ନେଇ ପରିବାର ସଦସ୍ୟଙ୍କ ସହ ମତଭେଦ ହୋଇପାରେ। ବାଦ-ବିବାଦରୁ ଦୂରେଇ ରୁହନ୍ତୁ। ବ୍ରାହ୍ମଣକୁ ବସ୍ତ୍ର ଦାନ କରନ୍ତୁ।

ସିଂହ: ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ମାନ-ସମ୍ମାନ ବଢ଼ିବ। ପୁରୁଣା ବନ୍ଧୁଙ୍କ ସହ ଦେଖା ହୋଇପାରେ।

କନ୍ୟା: ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ଧାର୍ମିକ କାର୍ଯ୍ୟରେ ଖର୍ଚ୍ଚାନ୍ତ ହୋଇପାରନ୍ତି। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ।

ତୁଳା: ବନ୍ଧୁଙ୍କ ସହ ବାହାରକୁ ବୁଲିବାକୁ ଯାଇପାରନ୍ତି। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ଧନପ୍ରାପ୍ତିର ଯୋଗ ରହିଛି।

ବିଚ୍ଛା: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ମା‘ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି। ଜୀବନସାଥୀଙ୍କ ସହଯୋଗ ମିଳିବ। ମାନସିକ ଅଶାନ୍ତି ଲାଗି ରହିବ।

ଧନୁ: ଆତ୍ମବିଶ୍ୱାସ ବଢ଼ିବ। ପୁରୁଣା ବନ୍ଧୁଙ୍କ ସହ ଦେଖାହୋଇପାରେ। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ଦୁର୍ଘଟଣା ଘଟିପାରେ।

ମକର: ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ। ଧାର୍ମିକ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ସାହିତ୍ୟ ଓ କଳାପ୍ରତି ରୁଚି ବଢ଼ିବ। ଦାମ୍ପତ୍ୟ ଜୀବନ ଖୁସିରେ କଟିବ।

କୁମ୍ଭ: ଛାତ୍ରଛାତ୍ରୀମାନଙ୍କୁ ପାଠପଢ଼ାରେ ସଫଳତା ମିଳିବ। ପର୍ଯ୍ୟଟନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ନକାରାତ୍ମକ ଚିନ୍ତାଧାରାଠାରୁ ଦୂରେଇ ରୁହନ୍ତୁ। ମାନସିକ ଅଶାନ୍ତି ଦେଖାଦେଇପାରେ।

ମୀନ: ମା’ଙ୍କ ନେଇ ବାହାରକୁ ବୁଲିବାକୁ ଯାଇପାରନ୍ତି। ଜଳାଶୟଠାରୁ ଦୂରେଇ ରୁହନ୍ତୁ। କାଉକୁ ଖାଇବାକୁ ଦିଅନ୍ତୁ।



from Odisha Reporter http://bit.ly/2StRFrx

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages