ରାଜ୍ୟପାଳ ଓ ସବୁ ଜିଲ୍ଲାପାଳଙ୍କୁ ଦାବିପତ୍ର ଦେଲେ ଆଇନ୍‌ଜୀବୀ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, February 12, 2019

ରାଜ୍ୟପାଳ ଓ ସବୁ ଜିଲ୍ଲାପାଳଙ୍କୁ ଦାବିପତ୍ର ଦେଲେ ଆଇନ୍‌ଜୀବୀ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଅଲ୍‌ ଇଣ୍ଡିଆ ବାର୍‌ କାଉନ୍‌ସିଲ୍‌ ଡାକରାରେ ରାଜ୍ୟ ବ୍ୟାପୀ ଆଇନଜୀବୀଙ୍କ ୨ ଦିନିଆ ଶାନ୍ତିପୂର୍ଣ୍ଣ ଆନ୍ଦୋଳନ ସୋମବାରଠାରୁ ଆରମ୍ଭ ହୋଇଛି। ଆଜି ଆନ୍ଦୋଳନର ଦ୍ୱିତୀୟ ଦିନରେ ଆଇନଜୀବୀମାନେ ବୀମା, ପେନସନ୍ ଓ ଷ୍ଟାଇପେଣ୍ଡ ଭଳି ଦାବିରେ ରାଜ୍ୟର ସମସ୍ତ ଜିଲ୍ଲାରେ ଜିଲାପାଳଙ୍କୁ ଭେଟି ଦାବିପତ୍ର ଦେଇଛନ୍ତି। ଲିଗାଲ ସର୍ଭିସ୍ ଆକ୍ଟ ତୁରନ୍ତ ଲାଗୁ କରିବାକୁ ମଧ୍ୟ ଆଇନଜୀବୀମାନେ ଦାବି କରୁଛନ୍ତି।

ରାଜ୍ୟର ବିଭିନ୍ନ ଅଞ୍ଚଳରୁ ଓକିଲ ଭୁବନେଶ୍ୱରରେ ଏକାଠି ହୋଇ ରାଜଭବନଙ୍କୁ ଯାଇ ରାଜ୍ୟପାଳଙ୍କୁ ଭେଟି ଦାବିପତ୍ର ଦେଇଛନ୍ତି। ଓକିଲଙ୍କ ୫ ଦଫା ଦାବି ମଧ୍ୟରେ ରହିଛି, ଯୁବ ଓକିଲଙ୍କୁ ଷ୍ଟାଇପେଣ୍ଡ ପ୍ରଦାନ, ଓକିଲଙ୍କ ପରିବାର ଲୋକଙ୍କୁ ବୀମା, ଓକିଲଙ୍କ କଲ୍ୟାଣ ପାଇଁ ବାର୍ଷିକ ୫ ହଜାର କୋଟି ଟଙ୍କାର ବ୍ୟୟ ବରାଦ କରିବା ଓ ସମସ୍ତଙ୍କୁ ଆର୍ଥିକ ସହାୟତା ସହ ଘର ପ୍ରଦାନ କରିବା।



from Odisha Reporter http://bit.ly/2IbiT2j

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages