ପୁଣି ଓଡ଼ିଶା ଆସିପାରନ୍ତି ଶାହ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, February 3, 2019

ପୁଣି ଓଡ଼ିଶା ଆସିପାରନ୍ତି ଶାହ

amit

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଫେବୃଆରୀ ଦ୍ୱିତୀୟ ସପ୍ତାହରେ ପୁଣି ଥରେ ଓଡ଼ିଶା ଆସିପାରନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହ। ଶାହ ସମ୍ବଲପୁରରେ ଏକ ସାଧାରଣ ସଭା କରିବାର କାର୍ଯ୍ୟକ୍ରମ ରହିଛି ବୋଲି ବିଜେପି ପକ୍ଷରୁ ସୂଚନା ମିଳିଛି।

ଏହାପରେ କେନ୍ଦ୍ର ଗୃହମନ୍ତ୍ରୀ ରାଜନାଥ ସିଂହ, ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏବଂ କେନ୍ଦ୍ରମନ୍ତ୍ରୀ ନୀତିନ ଗଡ଼କରି ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଛି। ଏନେଇ ଗତକାଲି ଶାହଙ୍କ ରୁଦ୍ଧଦ୍ୱାର ବୈଠକରେ ନିଷ୍ପତ୍ତି ହୋଇଥିବା ସୂଚନା ମିଳିଛି।

ରାଷ୍ଟ୍ରୀୟ ଜନଜାତି ସମାବେଶ ପରେ ଶାହ ଦଳର ବରିଷ୍ଠ କର୍ମକର୍ତ୍ତାଙ୍କ ସହ ବୈଠକ କରି ରାଜ୍ୟରେ ବିଜେପିର ପ୍ରଚାର ରଣନୀତି ସଂପର୍କରେ ଆଲୋଚନା କରିଛନ୍ତି।



from Odisha Reporter http://bit.ly/2RCjRUH

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages