
ଭବାନୀପାଟଣା (ରାଜକୁମାର ସିଂହଦେଓ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ଥାନା ଅନ୍ତର୍ଗତ କନ୍ତେଶିର ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ତାଙ୍କ ନାଁ ଦିଗାମ୍ବର ଚିନା ଗୁଡ଼।
ଦିଗାମ୍ବରଙ୍କ ପରିବାରକୁ କ୍ଷତିପୂରଣ ପ୍ରଦାନ ଦାବିରେ ସ୍ଥାନୀୟ ଲୋକେ ୨୬ ନମ୍ବର ଜାତୀୟ ରାଜପଥ ଅବରୋଧ କରିଛନ୍ତି। ଘଟଣାସ୍ଥଳରେ ପୁଲିସ୍ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରୁଛି।
from Odisha Reporter https://ift.tt/2U0W42L
No comments:
Post a Comment