ପରଦାରେ ଦେଖିବାକୁ ମିଳିବ ଜଣେ ସାଧାରଣ ଯୁବକର କାହାଣୀ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, February 23, 2019

ପରଦାରେ ଦେଖିବାକୁ ମିଳିବ ଜଣେ ସାଧାରଣ ଯୁବକର କାହାଣୀ

ବାଲେଶ୍ୱର(ଓଡ଼ିଶା ରିପୋର୍ଟର): ନିର୍ମାଣ ହେବାକୁ ଯାଉଛି ଓଡ଼ିଆ ସିନେ ଜଗତର ପ୍ରଥମ ବାୟୋପିକ୍‌। ଜଣେ ସଫଳ ଯୁବ ବ୍ୟବସାୟୀଙ୍କ ଜୀବନ କାହାଣୀ ଉପରେ ନିର୍ମାଣ ହେବାକୁ ଯାଉଛି ଏହି ଫିଲ୍ମ ‘ଭାଇ’। ବାଲେଶ୍ୱର ଲକ୍ଷ୍ମଣଖୁଣ୍ଟା ଗାଁର ଜଣେ ଯୁବ ସଫଳ ବ୍ୟବସାୟୀ ଅବଦୁଲ ଆମାନି ଖାନଙ୍କ ସଂଘର୍ଷମୟ ଜୀବନ ଓ ସଫଳ କାହାଣୀ  ଉପରେ ଏହି ଫିଲ୍ମ ତିଆରି ହେବ।

ବାଲେଶ୍ୱର ଜିଲ୍ଲାର ଏକ ଛୋଟ ଗାଁ ଲକ୍ଷ୍ମଣ ଖୁଣ୍ଟାରେ ସିନେମାର ଶୁଭ ମହୁରତ ଅନୁଷ୍ଠିତ ହୋଇଛି। ତାପସ୍ ସରଗରିଆଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମରେ ମୁଖ୍ୟ ଭୂମିକାରେ ଅଛନ୍ତି ମିହିର ଦାସ, ଅଭିନେତ୍ରୀ ଶିବାନୀ ଓ କମେଡିଆନ୍‌ ତ୍ରିଭୂବନ ପଣ୍ଡାଙ୍କ ଭଳି ବହୁ ଅଭିଜ୍ଞ କଳାକାର।



from Odisha Reporter https://ift.tt/2T4KzKH

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages