ଆଜି ରାତିରେ ୫ ଜିଲ୍ଲାରେ ବର୍ଷିବ! - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, February 23, 2019

ଆଜି ରାତିରେ ୫ ଜିଲ୍ଲାରେ ବର୍ଷିବ!

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାତି ସାଢ଼େ ୧୧ଟାରୁ ୫ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଏଥିସହ ଘଡ଼ଘଡ଼ି ମାରିବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଦେଇଛି। କଳାହାଣ୍ଡି, କନ୍ଧମାଳ, ଗଜପତି, ରାୟଗଡ଼ା ଓ ଗଞ୍ଜାମ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଗତ ୨ ରୁ ୩ ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ବୃଦ୍ଧି ପାଇଥିଲା। ତେବେ ଗତକାଲି ରାଜଧାନୀ ଭୁବନେଶ୍ୱର  ପାରଦ ସର୍ବାଧିକ ରହିଥିଲା। ଯାହାଫଳରେ ଦିନରେ ଗରମ ଅନୁଭବ ହୋଇଥିଲା।



from Odisha Reporter https://ift.tt/2BMLpBO

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages