ରାଜନୀତିକୁ ଓହ୍ଲାଇବେ ରାଜକୁମାରୀ ! - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, February 24, 2019

ରାଜନୀତିକୁ ଓହ୍ଲାଇବେ ରାଜକୁମାରୀ !

ପାରଳାଖେମୁଣ୍ଡି (ଓଡ଼ିଶା ରିପୋର୍ଟର):ସକ୍ରିୟ ରାଜନୀତିର ମଇଦାନକୁ ଓହ୍ଲାଇପାରନ୍ତି ପାରଳା ରାଜକୁମାରୀ କଲ୍ୟାଣୀ ଦେବୀ। ସେ ନିଜେ ଏ ସଂପର୍କରେ ସଂକେତ ଦେଇଛନ୍ତି। ଲୋକେ ଚାହିଁଲେ ରାଜନୀତିକୁ ଆସିବେ ବୋଲି କହିଛନ୍ତି କଲ୍ୟାଣୀ ଦେବୀ।

ଚର୍ଚ୍ଚା ହେଉଛି ସେ ବିଜେଡିରେ ଯୋଗ ଦେବେ। ପ୍ରାଥମିକ ସ୍ତରରେ ଆଲୋଚନା ସରିଥିବା ବେଳେ ବିଧିବଦ୍ଧ ଭାବେ ବିଜେଡିରେ ଯୋଗଦାନ ପାଇଁ ଉପର ସ୍ତରରୁ ମଧ୍ୟ ସବୁଜ ସଂକେତ ମିଳିଥିବା ସୂଚନା ମିଳିଛି।

କଲ୍ୟାଣୀ ଦେବୀଙ୍କ ବାପା ଗୋପୀନାଥ ଗଜପତି କଂଗ୍ରେସ ଟିକଟରେ ଦୁଇ ଥର ବ୍ରହ୍ମପୁର ଲୋକସଭା ଆସନରୁ ନିର୍ବାଚିତ ହୋଇଥିଲେ। ବାପାଙ୍କ ପ୍ରଭାବ ଓ ଗଜପତି ରାଜବଂଶର ପତିଆରାକୁ ପାଥେୟ କରି କଲ୍ୟାଣୀ ଦେବୀ ରାଜନୀତିକୁ ଆସୁଥିବା ଚର୍ଚ୍ଚା ହେଉଛି।



from Odisha Reporter https://ift.tt/2NqvkGy

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages