ଘରକୁ ଆସୁଥିଲେ ଟ୍ରକ୍ ଦେଲା ଧକ୍କା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, February 14, 2019

ଘରକୁ ଆସୁଥିଲେ ଟ୍ରକ୍ ଦେଲା ଧକ୍କା

Road-Accident

ବାଲେଶ୍ୱର (ରଶ୍ମିରଞ୍ଜନ ଦାସ): ବାଲେଶ୍ୱର ସହର ସ୍ଥିତ ହେମକାପଦା ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଧକ୍କାରେ ଜଣେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ଘଟିଛି। ତାଙ୍କ ନାଁ ଶ୍ରୀକାନ୍ତ ବେହେରା।

ଆଜି ସକାଳେ ଶ୍ରୀକାନ୍ତ ଘରକୁ ଆସୁଥିବା ବେଳେ ହେମକାପଦା ଛକରେ ଟ୍ରକ୍‌ ତାଙ୍କୁ ଧକ୍କା ଦେଇଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ଡାକ୍ତରଖାନା ନେବା ବାଟରେ ମୃତ୍ୟୁ ଘଟିଥିଲା। ଦୁର୍ଘଟଣା ପରେ ଘଟଣାସ୍ଥଳରୁ ଟ୍ରକ୍‌ ଡ୍ରାଇଭର୍ ଫେରାର୍ ହୋଇଯାଇଛି।

 



from Odisha Reporter http://bit.ly/2BDiikf

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages