ଟିଏମ୍‌ସି ବିଧାୟକଙ୍କୁ ଗୁଳି କରି ହତ୍ୟା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, February 9, 2019

ଟିଏମ୍‌ସି ବିଧାୟକଙ୍କୁ ଗୁଳି କରି ହତ୍ୟା

TMC-MLA

କୋଲକାତା: କୋଲକତାରେ ତୃଣମୂଳ କଂଗ୍ରେସ (ଟିଏମ୍‌ସି) ବିଧାୟକ ସତ୍ୟଜିତ୍ ବିଶ୍ୱାସଙ୍କୁ ଗୁଳି ମାରି ହତ୍ୟା କରାଯାଇଛି। ପଶ୍ଚିମବଙ୍ଗ କୃଷ୍ଣଗଞ୍ଜ ବିଧାନସଭାର ବିଧାୟକ ଥିଲେ ସତ୍ୟଜିତ୍‌।

ଗତକାଲି ମାଜିୟା ଫଲବାଡୀ ଅଞ୍ଚଳକୁ ଏକ ସରସ୍ୱତୀ ପୂଜା ସମାରୋହରେ ଯୋଗ ଦେବାକୁ ଯାଇ ଫେରିବା ବେଳେ କେହି ଦୁର୍ବୃତ୍ତ ତାଙ୍କ ଉପରକୁ ଗୁଳି ମାରିଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ସ୍ଥାନୀୟ ହସ୍ପିଟାଲ୍‌ ନିଆଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

ଘଟଣାକୁ ନେଇ ଟିଏମ୍‌ସି ବିଜେପିକୁ ଦାୟୀ କରିଛି। ସେପଟେ ଅଭିଯୋଗକୁ ବିଜେପି ଖଣ୍ଡନ କରିଛି।

ପୁଲିସ ଘଟଣାର ତଦନ୍ତ ଜାରି ରଖିଛି। ଖବଶୀଘ୍ର ଅଭିଯୁକ୍ତକୁ ଧରାଯିବ ବୋଲି ପୁଲିସ କହିଛି।



from Odisha Reporter http://bit.ly/2Dnafs2

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages