୪ ଫେବୃଆରୀ, ସୋମବାର : ଶରୀରରେ ଆଘାତ ଲାଗିପାରେ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, February 3, 2019

୪ ଫେବୃଆରୀ, ସୋମବାର : ଶରୀରରେ ଆଘାତ ଲାଗିପାରେ

Rasi-Fala

ମେଷ: ସୁସ୍ଥ ରହିବେ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ।

ବୃଷ: ବିଦେଶକୁ ଯିବାକୁ ଯୋଜନା କରିପାରନ୍ତି। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ପିଲାମାନେ ପରୀକ୍ଷାରେ ସଫଳତା ପାଇବେ।

ମିଥୁନ: କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଘରକୁ ଅତିଥି ଆସିପାରନ୍ତି।

କର୍କଟ: ଦିନଟି ଖୁସିରେ କଟିବ। ବିପରୀତ ଲିଙ୍ଗ ବ୍ୟକ୍ତିଙ୍କ ପ୍ରତି ଆକର୍ଷିତ ହୋଇପାରନ୍ତି। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି।

ସିଂହ: ଘରେ ସୁଖ ଶାନ୍ତିର ପରିବେଶ ରହିବ। କାର୍ଯ୍ୟକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ। ଶତ୍ରୁଙ୍କଠାରୁ ବିଜୟୀ ହେବେ।

କନ୍ୟା: ପିଲାଙ୍କ ଭବିଷ୍ୟତକୁ ନେଇ ଚିନ୍ତିତ ରହିବେ। ମନ ବିଚଳିତ ରହିବ। ବୌଦ୍ଧିକ ଚର୍ଚ୍ଚାଠାରୁ ଦୂରେଇ ରୁହନ୍ତୁ। ଶରୀରରେ ଆଘାତ ଲାଗିପାରେ।

 ତୁଳା: ଅଳସୁଆ ଅନୁଭବ କରିବେ। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ଖାଦ୍ୟପେୟର ଯତ୍ନ ନିଅନ୍ତୁ। ଶରୀରରେ ଆଘାତ ଲାଗିପାରେ।

 ବିଚ୍ଛା: ଭାଗ୍ୟ ବୃଦ୍ଧି ହେବ। ନୂତନ ଜିନିଷ କିଣିପାରନ୍ତି। ଈଶ୍ୱରଙ୍କୁ ଆରାଧନା କରନ୍ତୁ।

 ଧନୁ: ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତ ନିଅନ୍ତୁ ନାହିଁ। ଆର୍ଥିକ ସ୍ଥିତି ଭଲ ରହିବ।

 ମକର: ବିବାହ ସ୍ଥିର ହୋଇପାରେ। ଶରୀରରେ ଆଘାତ ଲାଗିପାରେ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ।

 କୁମ୍ଭ: ଆଇନଗତ ସମସ୍ୟାରେ ବିଜୟୀ ହେବେ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଖର୍ଚ୍ଚ ବଢ଼ିବ।

 ମୀନ: ପର୍ଯ୍ୟଟନସ୍ଥଳୀକୁ ବୁଲିବାକୁ ଯାଇପାରନ୍ତି। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି।



from Odisha Reporter http://bit.ly/2I2kPub

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages