
କଟକ (ଓଡ଼ିଶା ରିପୋର୍ଟର)ସରସ୍ୱତୀ ପୂଜା ଅବରସରେ କଟକର ବୃନ୍ଦାବନ ସିନେମା ହଲ୍ରେ ରିଲିଜ୍ ହୋଇଛି ଓଡ଼ିଆ ଫିଲ୍ମ ‘ପ୍ରେମରେ ରଖିଛି ଶହେରୁ ଶହେ’ ଫିଲ୍ମରେ ଓଲିଉଡ଼୍ ରୋମାଣ୍ଟିକ୍ ବୟ ଜ୍ୟୋତିଙ୍କ ଅପୋଜିଟ୍ରେ ନଜର ଆସିଛନ୍ତି ଚୁଲବୁଲି ନାୟିକା ରିୟା। ଭିନ୍ନ ଏକ କାହାଣୀ ଉପରେ ଆଧାରିତ ଏହି ଫିଲ୍ମରେ ଉଭୟ ଡବଲ୍ ରୋଲ୍ରେ ନଜର ଆସିଛନ୍ତି ଅଭିନ୍ତ୍ରୀ ରିୟା। ଅନ୍ୟମାନଙ୍କ ମଧ୍ୟରେ ଫିଲ୍ମରେ ଅଭିନେତ୍ରୀ ଐଶ୍ୱର୍ଯ୍ୟା, ଅନୁରାଧା,ଗୁଡ୍ଡୁ ପ୍ରମୁଖ କଳାକାର। ନଜର ଆସିଛନ୍ତି।
from Odisha Reporter http://bit.ly/2Gziwwb
No comments:
Post a Comment