ଜଳିଗଲା ୧୦ ବଖରା ଘର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, February 19, 2019

ଜଳିଗଲା ୧୦ ବଖରା ଘର

ଭଦ୍ରକ (ତପନ ସ୍ୱାଇଁ): ଭଦ୍ରକ ଜିଲ୍ଲା ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଆମ୍ବରୋଲି ଗାଁରେ ଅଗ୍ନିକାଣ୍ଡ ଘଟି ୧୦ ବଖରା ଘର ଜଳିଯାଇଛି। ଖବର ପାଇ ଦମକଳ ଗାଡି ଗାଁରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା।

ମିଳିଥିବା ସୂଚନା ଅନୁସାରେ ଗାଁର ରାମଚନ୍ଦ୍ର ବେହେରାଙ୍କ ଘରେ ପ୍ରଥମେ ନିଆଁ ଲାଗିଥିଲା। ପରେ ଏହା ୩ ଜଣ ପଡ଼ୋଶୀଙ୍କ ଘରକୁ ବ୍ୟାପୀ ଯାଇଥିଲା।

ଅଗ୍ନିକାଣ୍ଡରେ ୪ଟି ପରିବାରର ଲକ୍ଷାଧିକ ଟଙ୍କା ସମ୍ପତ୍ତି ପୋଡ଼ି ପାଉଁଶ ହୋଇଯାଇଛି। ବିଦ୍ୟୁତ୍ ସର୍ଟସର୍କିଟରୁ ଅଗ୍ନିକାଣ୍ଡ ଘଟିଥିବା ଅନୁମାନ କରାଯାଉଛି।



from Odisha Reporter https://ift.tt/2TZn0zU

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages