ରାଜ୍ୟ କର୍ମଚାରୀଙ୍କୁ ଭେଟି: ୩ ପ୍ରତିଶତ ମହଙ୍ଗା ଭତ୍ତା ବୃଦ୍ଧି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, February 25, 2019

ରାଜ୍ୟ କର୍ମଚାରୀଙ୍କୁ ଭେଟି: ୩ ପ୍ରତିଶତ ମହଙ୍ଗା ଭତ୍ତା ବୃଦ୍ଧି

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ସରକାରୀ କର୍ମଚାରୀଙ୍କୁ ନିର୍ବାଚନୀ ଭେଟି ଦେଇଛନ୍ତି ରାଜ୍ୟ ସରକାର। ରାଜ୍ୟ ସରକାର ତାଙ୍କ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩ ପ୍ରତିଶତ ବଢ଼ାଇ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି। ବର୍ଦ୍ଧିତ ଭତ୍ତା ଜାନୁଆରୀ ପହିଲାରୁ ପିଛିଲା ଭାବେ ଲାଗୁ ହେବ।

ସୂଚନାଯୋଗ୍ୟ, ଫେବୃଆରୀ ୧୯ ତାରିଖରେ କେନ୍ଦ୍ର ସରକାର କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ତିନି ପ୍ରତିଶତ ମହଙ୍ଗା ଭତ୍ତା ବଢ଼ାଇଥିଲେ। କେନ୍ଦ୍ର କ୍ୟାବିନେଟ୍ ସରକାରୀ କର୍ମଚାରୀ ଓ ପେନସନ୍ ଉପଭୋକ୍ତାଙ୍କ ପାଇଁ ୩ ପ୍ରତିଶତ ମହଙ୍ଗା ଭତ୍ତା ବୃଦ୍ଧି କରିଥିଲେ ରାଜ୍ୟ ସରକାର।



from Odisha Reporter https://ift.tt/2GK0XKK

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages