ଆଜି ଭାରତ-ଅଷ୍ଟ୍ରେଲିଆ ପ୍ରଥମ ଟି-ଟ୍ୱେଣ୍ଟି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, February 23, 2019

ଆଜି ଭାରତ-ଅଷ୍ଟ୍ରେଲିଆ ପ୍ରଥମ ଟି-ଟ୍ୱେଣ୍ଟି

cricket

ଭାଇଜାଗ: ଆଜିଠାରୁ ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ଦୁଇଟିକିଆ ଟି-ଟ୍ୱେଣ୍ଟି ସିରିଜ୍‌ ଆରମ୍ଭ ହେଉଛି। ପ୍ରଥମ ମ୍ୟାଚ୍‌ ଆଜି ଆନ୍ଧ୍ରପ୍ରଦେଶର ଭାଇଜାଗରେ ଖେଳାଯିବ।

ଭାରତୀୟ ଟିମ୍‌ ଭାଇଜାଗରେ ପହଞ୍ଚିବା ସହ ଅଭ୍ୟାସ ଆରମ୍ଭ କରିଛି। ସିରିଜର ଦ୍ୱିତୀୟ ଟିଟ୍ୱେଣ୍ଟି ବେଙ୍ଗାଲୁରରେ ଖେଳାଯିବ।

ଏହାସହ ଉଭୟ ଦଳ ମଧ୍ୟରେ ୫ଟି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍‌ ଖେଳାଯିବ।



from Odisha Reporter https://ift.tt/2GIlq2B

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages