‘ଭବାନୀପାଟଣା ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ବିଶ୍ୱବିଦ୍ୟାଳୟ ମାନ୍ୟତା’ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, February 16, 2019

‘ଭବାନୀପାଟଣା ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ବିଶ୍ୱବିଦ୍ୟାଳୟ ମାନ୍ୟତା’

ଭବାନୀପାଟଣା(ଓଡ଼ିଶା ରିପୋର୍ଟର): ଭବାନୀପାଟଣା ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ବିଶ୍ୱବିଦ୍ୟାଳୟର ମାନ୍ୟତା ମିଳିବ। କଳାହାଣ୍ଡି ଜିଲ୍ଲା ଭବାନୀପାଟଣାରେ ଆୟୋଜିତ ମିଶନ ଶକ୍ତି କାର୍ଯ୍ୟକ୍ରମରେ ଯୋଗଦେଇ ଏହି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହାସହ ଭବାନୀପାଟଣା ମହିଳା ମହାବିଦ୍ୟାଳୟର ବିଜ୍ଞାନ ପରୀକ୍ଷାଗାରର ଭିତ୍ତିଭୂମି ବିକାଶ ପାଇଁ ୫କୋଟିର ସହାୟତା ଘୋଷଣା କରାଯାଇଛି। ଏହି ଅବସରରେ କଳାହାଣ୍ଡି ପାଇଁ ସେ ୨୨ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍‌ଘାଟନ କରିବା ସହ ବହୁ ପ୍ରତିକ୍ଷିତ ରେତ୍ ଜଳସେଚନ ପ୍ରକଳ୍ପର ମଧ୍ୟ ଲୋକାର୍ପଣ କରିଥିଲେ।

ଏହି ଅବସରରେ ନୂଆ ସ୍ୱୟଂ ସହାୟକ ଗୋଷ୍ଠୀ ଗୁଡ଼ିକୁ ୧୫ ହଜାର ଟଙ୍କା ସହାୟତା ରାଶି ଓ ସ୍ମାର୍ଟ ଫୋନ ପାଇଁ ୩ ହଜାର ଟଙ୍କା ପ୍ରଦାନ କରାଯାଇଥିଲା। ଏହାଛଡ଼ା ମୁଖ୍ୟମନ୍ତ୍ରୀ ଜୁନାଗଡ଼ରେ ଦଳର ମିଶ୍ରଣ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ।



from Odisha Reporter http://bit.ly/2V4z03s

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages