
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଫୁଟବଲ୍ ଖେଳିବା ବେଳେ ହୃଦଘାତରେ ଚାଲିଗଲା ଜୀବନ। ତାଙ୍କ ନାଁ ରିତିକ୍ ଦାସ।
କୋଲକାତାରେ ଆୟୋଜିତ ଏକ ଫୁଟ୍ବଲ୍ ଟୁର୍ଣ୍ଣାମେଣ୍ଟରେ ସେ ଖେଳୁଥିବା ବେଳେ ହୃଦଘାତର ଶିକାର ହୋଇଥିଲେ। ସେ ଅଚେତ ହୋଇ ପଡ଼ି ଯାଇଥିଲେ। ତାଙ୍କୁ ସଙ୍ଗେ ସଙ୍ଗେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ତେବେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।
କଟକରେ ତାଙ୍କ ଶେଷକୃତ୍ୟ ସଂପନ୍ନ ହୋଇଛି।
from Odisha Reporter http://bit.ly/2SrRvSi
No comments:
Post a Comment