ସ୍ତ୍ରୀକୁ ପିଟି ପିଟି ମାରିଦେଲା ସ୍ୱାମୀ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, February 19, 2019

ସ୍ତ୍ରୀକୁ ପିଟି ପିଟି ମାରିଦେଲା ସ୍ୱାମୀ

ରାଇରଙ୍ଗପୁର (ରାଜେଶ କୁମାର ଶର୍ମା): ମୟୂରଭଞ୍ଜ ଜିଲ୍ଲା ବହଳଦା ଥାନା ଅନ୍ତର୍ଗତ କାଙ୍କି ଗାଁରେ ଜଣେ ବ୍ୟକ୍ତି ତାଙ୍କ ସ୍ତ୍ରୀଙ୍କୁ ଠେଙ୍ଗାରେ ପିଟି ପିଟି ମାରି ଦେଇଥିବା ଅଭିଯୋଗ ହୋଇଛି। ଅଭିଯୁକ୍ତ ଥାନାରେ ଆତ୍ମସମର୍ପଣ କରିଛନ୍ତି।  ପୁଲିସ୍‌ ତାଙ୍କୁ ଅଟକ ରଖି ପଚରାଉଚରା କରୁଛି।

ମିଳିଥିବା ସୂଚନା ଅନୁସାରେ, ଗତକାଲି ରାତିରେ ଗାଁର ଭାନେ ମାଡ୍ରି ଓ ତାଙ୍କ ସ୍ତ୍ରୀ କୁନି ମାଡ୍ରିଙ୍କ ମଧ୍ୟରେ କୌଣସି କଥାକୁ ନେଇ ଝଗଡ଼ା ହୋଇଥିଲା। ଏହି ସମୟରେ ଭାନେ ଏକ ଠେଙ୍ଗାରେ କୁନିଙ୍କୁ ଆକ୍ରମଣ କରିଥିଲେ। ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ହୋଇଯାଇଥିଲା।

ଭାନେଙ୍କ ଆତ୍ମସମର୍ପଣ ପରେ ପୁଲିସ୍‌ ଗାଁରେ ପହଞ୍ଚି ଶବକୁ ବ୍ୟବଚ୍ଛେଦ ପାଇଁ ପଠାଇବା ସହ ହତ୍ୟାରେ ବ୍ୟବହୃତ ଠେଙ୍ଗା ଜବତ କରିଥିଲା।



from Odisha Reporter https://ift.tt/2SZPpJ7

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages