କୃଷକଙ୍କ ରୋଜଗାର ଦ୍ୱିଗୁଣିତ ହୋଇଛି: ମୁଖ୍ୟମନ୍ତ୍ରୀ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, February 23, 2019

କୃଷକଙ୍କ ରୋଜଗାର ଦ୍ୱିଗୁଣିତ ହୋଇଛି: ମୁଖ୍ୟମନ୍ତ୍ରୀ

cm

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଓଡ଼ିଶାରେ ୨୦ବର୍ଷର ଶାସନ ଭିତରେ ଚାଷୀଙ୍କ ଆୟ ଦ୍ୱିଗୁଣିତ ହୋଇଛି। ଏହାସହ ଖାଦ୍ୟ ସମସ୍ୟାର ସମାଧାନ ହୋଇପାରିଛି। ଏପରି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏକ ପୁସ୍ତକ ଉନ୍ମୋଚନ ଉତ୍ସବରେ ମୁଖ୍ୟଅତିଥି ଭାବେ ଯୋଗ ଦେଇ ନବୀନ ଏହା କହିଛନ୍ତି।

ସେ ଆହୁରି କହିଛନ୍ତି, “ସରକାରକୁ ଆସିବା ବେଳେ ରାଜ୍ୟରେ ଖାଦ୍ୟାଭାବ। ଏବେ ଆମେ ଖାଦ୍ୟ ରପ୍ତାନୀ କରୁଛୁ। ୮୦ଲକ୍ଷ ଲୋକ ଦାରିଦ୍ର୍ୟ ସୀମାରେଖା ଉପରକୁ ଉଠିଛନ୍ତି। ଏଥିସହ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ନେଇ ଜାତିସଂଘ ଦ୍ୱାରା ପ୍ରଶଂସିତ ହୋଇଛୁ।”



from Odisha Reporter https://ift.tt/2E5RzNQ

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages