ଲୋକାୟୁକ୍ତ ନିଯୁକ୍ତି ନେଇ ସତ୍ୟପାଠ ଦାଖଲ କଲେ ରାଜ୍ୟ ସରକାର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, February 10, 2019

ଲୋକାୟୁକ୍ତ ନିଯୁକ୍ତି ନେଇ ସତ୍ୟପାଠ ଦାଖଲ କଲେ ରାଜ୍ୟ ସରକାର

court1

ନୂଆଦିଲ୍ଲୀ (ଓଡ଼ିଶା ରିପୋର୍ଟର): ଆସନ୍ତା ମାର୍ଚ୍ଚ ୩୧ ତାରିଖ ସୁଦ୍ଧା ଓଡ଼ିଶାରେ ଲୋକାୟୁକ୍ତ ଚୟନ ଶେଷ ହେବ। ଏପ୍ରିଲ୍ ୮ ତାରିଖରୁ ଲୋକାୟୁକ୍ତ କାର୍ଯ୍ୟ କରିବେ। ଆଜି ରାଜ୍ୟ ସରକାରଙ୍କ ପକ୍ଷରୁ ମୁଖ୍ୟ ଶାସନ ସଚିବ ଆଦିତ୍ୟ ପ୍ରସାଦ ପାଢ଼ୀ ସୁପ୍ରିମ୍‌କୋର୍ଟରେ ଏଭଳି ଏକ ସତ୍ୟପାଠ ଦାଖଲ କରିଛନ୍ତି।

୨୦୧୪ ଫେବୃଆରୀ ୧୪ରେ ପ୍ରଥମ ରାଜ୍ୟ ଭାବେ ଓଡ଼ିଶା ଲୋକାୟୁକ୍ତ ବିଲ୍ ପାରିତ କରିଥିଲା। ତେବେ ଲୋକାୟୁକ୍ତ ନିଯୁକ୍ତି ପ୍ରସଙ୍ଗରେ ହେଉଥିବା ବିଳମ୍ବକୁ ନେଇ ସୁପ୍ରିମକୋର୍ଟ ତାଗିଦ୍ କରିଥିଲେ ଓ ସରକାର କେବେ ଲୋକାୟୁକ୍ତ ନିଯୁକ୍ତି କରିବେ, ସେନେଇ ନିର୍ଦ୍ଦିଷ୍ଟ ସମୟ ସୀମା ଧାର୍ଯ୍ୟ କରିବାକୁ କହିଥିଲେ।

ଆଜି ସର୍ବୋଚ୍ଚ ନ୍ୟାୟାଳୟରେ ଏ ପ୍ରସଙ୍ଗରେ ଶୁଣାଣି ବେଳେ ମୁଖ୍ୟ ଶାସନ ସଚିବ ନିଜେ ଉପସ୍ଥିତ ରହି ସତ୍ୟପାଠ ଦାଖଲ କରିଥିଲେ।



from Odisha Reporter http://bit.ly/2N0xbBF

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages