ଆଜି କ୍ୟାବିନେଟ୍ ବୈଠକ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, February 21, 2019

ଆଜି କ୍ୟାବିନେଟ୍ ବୈଠକ

secretariat-odisha

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ଅପରାହ୍ଣରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ। ଏଥିରେ ‘କାଳିଆ’ ଛାତ୍ରବୃତ୍ତି ଯୋଜନାରେ ମୋହର ଲାଗିପାରେ। ଏହାଦ୍ୱାରା ଚାଷୀଙ୍କ ପିଲା ଉଚ୍ଚଶିକ୍ଷା କ୍ଷେତ୍ରରେ ଲାଭବାନ ହେବେ। ୧୩ଟି ବୈଷୟିକ ଓ ୧୧ଟି ଡିପ୍ଲୋମା ପାଠ୍ୟକ୍ରମରେ ଚାଷୀଙ୍କ ପିଲା ନାଁ ଲେଖାଇ ପାରିବେ। ୧୮୧ ସରକାରୀ ଶିକ୍ଷାନୁଷ୍ଠାନରେ ଏହି ସୁବିଧା ମିଳିବ।

ଏଥିସହ କୃଷି, ଜଳସେଚନ ଓ ସ୍ୱାସ୍ଥ୍ୟ ବିଭାଗର ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମଧ୍ୟ ମୋହର ଲାଗିପାରେ। ଆଗକୁ ନିର୍ବାଚନ ଆଚରଣ ବିଧି ଲାଗୁ ହେବାକୁ ଥିବାରୁ ଅଧିକରୁ ଅଧିକ ପ୍ରସ୍ତାବ କ୍ୟାବିନେଟରେ ଆସିପାରେ।



from Odisha Reporter https://ift.tt/2BIjN0r

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages