ଦିଦିଙ୍କୁ ପ୍ରତାରଣା:ଶାରିରୀକ ସମ୍ପର୍କ ରଖି ସାର୍‌ ଗିରଫ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, February 3, 2019

ଦିଦିଙ୍କୁ ପ୍ରତାରଣା:ଶାରିରୀକ ସମ୍ପର୍କ ରଖି ସାର୍‌ ଗିରଫ

ଯାଜପୁର(ଗୁଲାମ୍‌ ଗସ୍‌):ବିବାହ ପ୍ରଲୋଭନ ଦେଖାଇ ପ୍ରତାରଣା। ବିବାହ ପ୍ରଲୋଭନ ଦେଖାଇ ଶିକ୍ଷୟିତ୍ରୀ ସହିତ ଶାରିରୀକ ସମ୍ପର୍କ ରଖିବା ଅଭିଯୋଗରେ ଜଣେ ଶିକ୍ଷକ ଗିରଫ ହୋଇଛନ୍ତି। ଏଭଳି ଏକ ଘଟଣା ସମଗ୍ର ଧର୍ମଶାଳା ଅଂଚଳରେ ଚର୍ଚ୍ଚାର ବିଷୟ ପାଲଟିଛି ।

ଧର୍ମଶାଳା ଥାନା ଅଞ୍ଚଳର ଏକ ହାଇସ୍କୁଲର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ବିନୋଦ ବିହାରୀ ସେଠୀ ସେହି ସ୍କୁଲର ଜଣେ ଖେଳ ଶିକ୍ଷୟିତ୍ରୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ଶାରିରୀକ ସମ୍ପର୍କ ରଖିଥିଲେ । ହେଲେ ପରବର୍ତ୍ତୀ ସମୟରେ ସେ ବିବାହ କରିବାକୁ ମନା କରିବାରୁ ଶିକ୍ଷୟିତ୍ରୀ ଜଣକ ଏସମ୍ପର୍କରେ ଧର୍ମଶାଳା ଥାନାରେ ଅଭିଯୋଗ କରିଥିଲେ । ପୁଲିସ ଏକ ମାମଲା ରୁଜୁ କରି ଆଜି ସମ୍ପୃକ୍ତ ଶିକ୍ଷକଙ୍କୁ ଗିରଫ କରିବା ସହିତ ଉଭୟଙ୍କ ଡାକ୍ତରୀ ମାଇନା କରାଯାଇ ଘଟଣାର ତଦନ୍ତ କରଯାଉଛି।



from Odisha Reporter http://bit.ly/2SoxGdT

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages