ବଡ଼ଦାଣ୍ଡରେ ଯୁବକଙ୍କୁ ଛୁରାମାଡ଼ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, February 3, 2019

ବଡ଼ଦାଣ୍ଡରେ ଯୁବକଙ୍କୁ ଛୁରାମାଡ଼

puri-23

ପୁରୀ (ମଧୁସୂଦନ ମିଶ୍ର): ପୁରୀ ବଡ଼ଦାଣ୍ଡରେ ଜଣେ ଯୁବକଙ୍କୁ ଛୁରାମାଡ଼ ହୋଇଛି। ଗତକାଲି ରାତିରେ କୁମ୍ଭାରପଡ଼ା ଥାନା ଅନ୍ତର୍ଗତ ମେଡିକାଲ ଛକରେ ଏହି ଛୁରାମାଡ଼ ହୋଇଛି। ଏଥିରେ ପୂର୍ବତନ ପୌରାଧ୍ୟକ୍ଷ ଜୟନ୍ତ ଷଡ଼ଙ୍ଗୀଙ୍କ ପୁତୁରା ନିଖିଳ ଷଡ଼ଙ୍ଗୀ ଆହତ ହୋଇଛନ୍ତି। ଦୁର୍ବୃତ୍ତ ଛୁରାମାଡ଼ କରି ଫେରାର୍ ହୋଇଯାଇଛି।

ନିଖିଳଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ପୁରୀ ସଦର ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ପରେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି।



from Odisha Reporter http://bit.ly/2RC5Eae

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages