
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜିଠାରୁ ବିଧାନସଭାର ବଜେଟ୍ ଅଧିବେଶନ ଆରମ୍ଭ ହେବ। ଆଜି ପ୍ରଥମ ଦିନରେ ରାଜ୍ୟପାଳ ଗଣେଶୀ ଲାଲ୍ ଅଭିଭାଷଣ ରଖିବେ। ଏହାପୂର୍ବରୁ ବିରୋଧୀ ଓ ଶାସକ ଦଳ ରଣନୀତି ପ୍ରସ୍ତୁତ କରିଛନ୍ତି। କଂଗ୍ରେସ ବିଧାୟକ ଦଳ ବୈଠକ ବସି ସରକାରଙ୍କୁ ଗୃହରେ ଘେରିବାକୁ ରଣନୀତି ପ୍ରସ୍ତୁତ ହୋଇଛି।
ବିରୋଧୀଙ୍କ ମୁକାବିଲା ପାଇଁ ଶାସକ ବିଜେଡି ବି ପ୍ରସ୍ତୁତ ହୋଇଛି। ଗତକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବିଜେଡି ବିଧାୟକ ଦଳ ବୈଠକ ବସି ବଜେଟ୍ ଅଧିବେଶନ ପାଇଁ ପ୍ରସ୍ତୁତି କରାଯାଇଥିଲା।
୧୨ ଯାଏ ଏହି ଅଧିବେଶନ ଚାଲିବ। ୭ରେ ଅର୍ଥ ମନ୍ତ୍ରୀ ଶଶିଭୂଷଣ ବେହେରା ବଜେଟ୍ ଉପସ୍ଥାପନ କରିବେ।
from Odisha Reporter http://bit.ly/2MN2sbg
No comments:
Post a Comment