ଟ୍ରାକ୍ଟର ଧକ୍କାରେ ଚାଲିଗଲା ଜୀବନ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, February 17, 2019

ଟ୍ରାକ୍ଟର ଧକ୍କାରେ ଚାଲିଗଲା ଜୀବନ

କେନ୍ଦୁଝର (ଚିନ୍ମୟ ସାହୁ): କେନ୍ଦୁଝର ଜିଲ୍ଲା ବାଂଶପାଳ ବ୍ଲକ ବିଜଗୋଠ ବୈତରଣୀ ନଦୀ ପୋଲ ପାଖରେ ଏକ ଟ୍ରାକ୍ଟର ଧକ୍କାରେ ଜଣେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ଘଟିଛି। ମୃତ ଯୁବକ ବିଜାଗୋଠ ଗ୍ରାମର ମନୋଜ ଡଙ୍ଗୁଆ ବୋଲି ଜଣାପଡ଼ିଛି। ଦୁର୍ଘଟଣା ପରେ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଥିଲା। ଉତ୍ତ୍ୟକ୍ତ ଲୋକେ ଟ୍ରାକ୍ଟରଟିକୁ ପଡ଼ିଦେବା ସହ ବାଂଶପାଳ-ସୁଆକାଟି ରାସ୍ତା ଅବରୋଧ କରିଥିଲେ।

ସୂଚନାଯୋଗ୍ୟ, ମନୋଜ ବାଂଶପାଳରୁ ଘରକୁ ଯାଉଥିବା ବେଳେ ବୈତରଣୀ ପୋଲ ପାଖରେ ରଖିଥିବା ବାଇକ୍‌ ପାଖକୁ ଆସୁଥିବା ବେଳେ ଟ୍ରାକଟଟି ଆସି ତାଙ୍କୁ ଧକ୍କା ଦେଇଥିଲା। ଫଳରେ ଘଟଣା ସ୍ଥଳରେ ତାଙ୍କର ମୃତ୍ୟୁ ହୋଇଯାଇଥିଲା।



from Odisha Reporter http://bit.ly/2GrfKtu

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages