ସେସୁ କର୍ମଚାରୀଙ୍କ ଘରୁ ସଶସ୍ତ୍ର ଡକାୟତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, February 9, 2019

ସେସୁ କର୍ମଚାରୀଙ୍କ ଘରୁ ସଶସ୍ତ୍ର ଡକାୟତ

kamakhyanagar

କାମାକ୍ଷାନଗର (ରାକେଶ କୁମାର ଦେହୁରୀ): ଢେଙ୍କନାଳ ଜିଲ୍ଲା ତୁମୁସିଂଗା ଥାନା ଅନ୍ତର୍ଗତ ପଣ୍ଡୁଆ ଛକ ନିକଟରେ ଥିବା ଜଣେ ସେସୁ କର୍ମଚାରୀଙ୍କ ଘରୁ ସଶସ୍ତ୍ର ଡକାୟତ ହୋଇଛି। ଗତକାଲି ରାତିରେ ୫ ଜଣ ମୁଖାପିନ୍ଧା ଦୁର୍ବୃତ୍ତ ସେସୁ କର୍ମଚାରୀ ମନୋଜ ସାହୁଙ୍କ ଘରେ ପଶି ସାଢେ ୩ ଲକ୍ଷ ଟଙ୍କା ସହ ୧୩ ଭରି ସୁନା ଲୁଟି ନେଇଛନ୍ତି।

kamakhyanagarଡାକାୟମାନେ ରାତି ପ୍ରାୟ ୯ଟା ୩୦ରେ ମନୋଜଙ୍କ ଘରେ ପଶି ରାତି ପ୍ରାୟ ୧୧ଟା ଯାଏ ଲୁଟ୍‌ପାଟ କରିଥିଲେ।

ଏହାସହ ମନୋଜଙ୍କୁ ଦୁର୍ବୃତ୍ତମାନେ ଧାରୁଆ ଅସ୍ତ୍ରରେ ଆକ୍ରମଣ କରିଥିଲେ। ଅଭିଯୋଗ ହେବା ପରେ ପୁଲିସ୍‌ ଘଟଣାର ତଦନ୍ତ ଆରମ୍ଭ କରିଛି।



from Odisha Reporter http://bit.ly/2BtjoPw

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages