ଭୂମିହୀନ ଚାଷୀଙ୍କୁ ମିଳିବ ‘କାଳିଆ’ ଟଙ୍କା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, February 14, 2019

ଭୂମିହୀନ ଚାଷୀଙ୍କୁ ମିଳିବ ‘କାଳିଆ’ ଟଙ୍କା

kalia

କେନ୍ଦ୍ରାପଡ଼ା(ଓଡ଼ିଶା ରିପୋର୍ଟର):‘କାଳିଆ’ ଯୋଜନାରେ ଏଥର ଭୂମିହୀନ ଚାଷୀଙ୍କୁ ମିଳିବ ସହାୟତା। ଆଜି କେନ୍ଦ୍ରାପଡ଼ାରେ ୩ ଲକ୍ଷରୁ ଅଧିକ ଭୂମିହୀନ ହିତାଧିକାରୀଙ୍କୁ ‘କାଳିଆ’ ଯୋଜନାରେ ରାଜ୍ୟ ସରକାର ସହାୟତା ଆରମ୍ଭ କରିବେ।

ପ୍ରତି ଭୂମିହୀନ ଚାଷୀଙ୍କୁ ସରକାର ୩ଟି ପର୍ଯ୍ୟାୟରେ ୧୨ ହଜାର ୫ଶହ ଟଙ୍କା ପ୍ରଦାନ କରିବେ।  ପ୍ରଥମ ପର୍ଯ୍ୟାୟରେ ୫ ହଜାର, ଦ୍ୱିତୀୟ ପର୍ଯ୍ୟାୟରେ ୩ ହଜାର ଓ ତୃତୀୟ ପର୍ଯ୍ୟାୟରେ ୪ ହଜାର ୫ ଶହ ଟଙ୍କା ପ୍ରଦାନ କରାଯିବ।

 



from Odisha Reporter http://bit.ly/2V0CaVS

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages