୧୫ ଫେବୃଆରୀ, ଶୁକ୍ରବାର: ମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, February 14, 2019

୧୫ ଫେବୃଆରୀ, ଶୁକ୍ରବାର: ମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ

Rasi-Fala-2-1-1-3-2-1-2-1-2-1-1-3-3-1-1-1-1-1-1-2-1-1-4-4-1-2-2-3-2-1-1-1-2-1-2-1-1 (1)

ମେଷ: ଦିନଟି ମିଶ୍ରିତ ଫଳ ପ୍ରଦାନ କରିବ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ପୁରୁଣା ବନ୍ଧୁଙ୍କ ସହ ଦେଖା ହୋଇପାରେ। ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି।

ବୃଷ: ଦିନଟି ଭଲରେ କଟିବ। ପରିବାର ସଦସ୍ୟଙ୍କ ଖୁସିରେ ଦିନଟି କାଟିବେ। ଆତ୍ମବିଶ୍ୱାସ ବଢ଼ିବ।

ମିଥୁନ: ବଡ଼ ଭାଇ କିମ୍ବା ଅନ୍ୟ ଗୁରୁଜନଙ୍କ ସହଯୋଗ ମିଳିବ। ପାରିବାରିକ କଳହ ଦେଖାଦେଇପାରେ। କୌଣସି ସ୍ଥାନକୁ ଯିବାକୁ ଥିଲେ, ନିଷ୍ପତ୍ତିରେ ପରିବର୍ତ୍ତନ କରନ୍ତୁ।

କର୍କଟ: ବ୍ୟବସାୟରେ ଆଶା ମୁତାବକ ଫଳ ମିଳିବ। ମଧ୍ୟାହ୍ଣ ପରେ ଶୁଭ ଖବର ମିଳିପାରେ। ମାନ-ସମ୍ମାନ ବୃଦ୍ଧି ପାଇବ।

ସିଂହ: ସନ୍ଧ୍ୟାରେ ଘରକୁ ଫେରି ଆସନ୍ତୁ। ଅଟକି ରହିଥିବା ଅର୍ଥ ଫେରି ପାଇବାର ଯୋଗ ରହିଛି। ସନ୍ତାନ ପ୍ରାପ୍ତିର ଯୋଗ ରହିଛି।

କନ୍ୟା: ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି। ମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ବିଦ୍ୟାର୍ଥୀମାନେ ପାଠପଢ଼ାରେ ସଫଳତା ପାଇବେ।

ତୁଳା: ଜମି କିଣି ପାରନ୍ତି। ପିଲାମାନଙ୍କ ପାଖରୁ ଖୁସି ଖବର ପାଇବେ। ବନ୍ଧୁଙ୍କୁ ମନାଇବାକୁ ଚେଷ୍ଟା କରନ୍ତୁ।

ବିଚ୍ଛା: ଦୂରସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ପ୍ରେମ ବ୍ୟାପାରରେ ସଫଳତା ମିଳିବ। ଜୀବନସାଥୀଙ୍କ ସହଯୋଗ ମିଳିବ।

ଧନୁ: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ଆୟଠାରୁ ବ୍ୟୟ ଅଧିକ ହେବ।

ମକର: ଜରୁରୀ କାମ ଠିକ୍ ସମୟରେ କରନ୍ତୁ। କୌଣସି ନିଷ୍ପତ୍ତି ନେବା ବେଳେ ବାପା କିମ୍ବା ଅନ୍ୟ ଗୁରୁଜନଙ୍କ ପରାମର୍ଶ ନିଅନ୍ତୁ। ଯାତ୍ରା କରନ୍ତୁ ନାହିଁ।

କୁମ୍ଭ: ଧନପ୍ରାପ୍ତିର ଯୋଗ ରହିଛି। ପରିବାର ସଦସ୍ୟଙ୍କ ସହ ବାହାରକୁ ବୁଲିବାକୁ ଯାଇପାରନ୍ତି। ଆଣ୍ଠୁଗଣ୍ଠିର ଯନ୍ତ୍ରଣା ଅନୁଭବ କରିବେ। ମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ।

ମୀନ: କୌଣସି କଥାକୁ ନେଇ ଚିନ୍ତିତ ରହିବେ। ଜଳାଶୟଠାରୁ ଦୂରେଇ ରୁହନ୍ତୁ। ସମ୍ପର୍କରେ ଫାଟ ସୃଷ୍ଟି ହୋଇପାରେ।



from Odisha Reporter http://bit.ly/2GpI3Zx

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages