
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର ସ୍ଥିତ ମାଷ୍ଟରକ୍ୟାଣ୍ଟିନ ଛକରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଜଣେ ଯୁବକଙ୍କ ଉପରେ ଏକ ଘରୋଇ ବସ୍ ଚଢ଼ି ଯାଇଛି। ଘଟଣାସ୍ଥଳରେ ଯୁବକଙ୍କ ମୃତ୍ୟୁ ଘଟିଛି।

ଦୁର୍ଘଟଣା ପରେ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି। ଉତ୍ତ୍ୟକ୍ତ ଲୋକେ ବସ୍ଟିକୁ ଭଙ୍ଗାରୁଜା କରିଛନ୍ତି। ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିଛି ଓ ଘଟଣାର ତଦନ୍ତ କରୁଛି।
from Odisha Reporter http://bit.ly/2Sudpog
No comments:
Post a Comment