ଓଡ଼ିଶା ଆସି ଏନ୍‌ଏଚ୍‌ ପ୍ରକଳ୍ପର ଶିଳାନ୍ୟାସ କରିବେ ଗଡ଼କରୀ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, February 5, 2019

ଓଡ଼ିଶା ଆସି ଏନ୍‌ଏଚ୍‌ ପ୍ରକଳ୍ପର ଶିଳାନ୍ୟାସ କରିବେ ଗଡ଼କରୀ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ଓଡ଼ିଶା ଆସିବେ କେନ୍ଦ୍ର ଜାହାଜ ଚଳାଚଳ ମନ୍ତ୍ରୀ ନୀତିନ ଗଡ଼କରୀ। ନାଗପୁରରୁ ସ୍ୱତନ୍ତ୍ର ବିମାନରେ ବାହାରି ଗଡ଼କରୀ ଦିନ ୧୦ଟା ସମୟରେ ଭୁବନେଶ୍ୱରରେ ପହଞ୍ଚିବାର କାର୍ଯ୍ୟକ୍ରମ ରହିଛି।

ଏଠାରୁ ସିଧା ହେଲିକପ୍ଟରରେ କାମାକ୍ଷାନଗର ଯାଇ ଏନ୍‌ଏଚ୍‌ ପ୍ରକଳ୍ପର ଶିଳାନ୍ୟାସ କରିବା କାର୍ଯ୍ୟକ୍ରମ ରହିଛି। ଏହାପରେ ପାରାଦୀପରେ ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କରିବେ।

ପାରାଦୀପ ଓ କାମାକ୍ଷାନଗରରେ ସରକାରୀ କାର୍ଯ୍ୟକ୍ରମ ସାରି ଦଳୀୟ କାର୍ଯ୍ୟକ୍ରମରେ ଯୋଗ ଦେବେ। ପରେ ଭୁବନେଶ୍ୱରରେ ‘ଭାରତ କି ମନ କୀ ବାତ୍, ମୋଦି କେ ସାଥ୍’ କାର୍ଯ୍ୟକ୍ରମର ଅଂଶ ସ୍ୱରୂପ ଓଡ଼ିଶାରେ ବୁଲିବାକୁ ଥିବା ରଥର ଶୁଭାରମ୍ଭ କରିବେ ଗଡ଼କରୀ।



from Odisha Reporter http://bit.ly/2tggskZ

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages