ଖଜୁରୀ ତାଡ଼ି ପିଇ ୫ ଗୁରୁତର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, February 19, 2019

ଖଜୁରୀ ତାଡ଼ି ପିଇ ୫ ଗୁରୁତର

bonai

ବଣାଇ (ରଣଜିତ ଚୌଧୁରୀ): ସୁନ୍ଦରଗଡ଼ ଜିଲ୍ଲା ବଣାଇ ଥାନା ଅନ୍ତର୍ଗତ ସାତକୁଟା ଗାଁରେ ଖଜୁରୀ ତାଡ଼ି ପିଇ ୫ ଜଣ ଗୁରୁତର ହୋଇଛନ୍ତି। ବଣାଇ ଉପଖଣ୍ଡ ଡାକ୍ତରଖାନାରେ ପ୍ରାଥମିକ ଚିକିତ୍ସା ପରେ ସେମାନଙ୍କୁ ରାଉରକେଲା ସ୍ଥାନାନ୍ତର କରାଯାଇଛି। ଗୁରୁତରଙ୍କ ମଧ୍ୟରେ ଜଣେ ଛାତ୍ର ଥିବା ଜଣାପଡ଼ିଛି।

ଗତକାଲି ସନ୍ଧ୍ୟାରେ ଏହି ୫ ଜଣ ଖଜୁରୀ ତାଡ଼ି ପିଇଥିଲେ। ଏହାର କିଛି ସମୟ ପରେ ସେମାନେ ସମସ୍ତେ ଅସୁସ୍ଥ ହୋଇପଡ଼ିଥିଲେ। ପରିବାର ଲୋକେ ସେମାନଙ୍କୁ ବଣାଇ ଉପଖଣ୍ଡ ଚିକିତ୍ସାଳୟକୁ ନେଇଥିଲେ।

ବାରମ୍ବାର ଅଭିଯୋଗ କରିବା ପରେ ମଧ୍ୟ ଅବକାରୀ ବିଭାଗ ଏପରି ବେଆଇନ ମଦ ଓ ଖଜୁରୀ ତାଡ଼ି କାରବାର ବନ୍ଦ କରୁ ନ ଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି। ଏପରିକି ଅବକାରୀ ବିଭାଗର କିଛି ଅସାଧୁ କର୍ମଚାରୀ ଏହି ବେଆଇନ କାରବାରରେ ଲିପ୍ତ ବ୍ୟକ୍ତିଙ୍କ ପାଖରୁ ଚାନ୍ଦା ନେଇ ଆଖି ବୁଜି ଦେଇଥିବା ଲୋକେ ଅଭିଯୋଗ କରିଛନ୍ତି।



from Odisha Reporter https://ift.tt/2trk8Ag

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages