ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା, ୨୧ ଜିଲ୍ଲାକୁ ସତର୍କ ସୂଚନା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, February 24, 2019

ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା, ୨୧ ଜିଲ୍ଲାକୁ ସତର୍କ ସୂଚନା

lightning

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ସକାଳ ସାଢ଼େ ୧୦ଟା ଯାଏ ୨୧ଟି  ଜିଲ୍ଲାରେ ପବନ ଓ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେଣୁ ଏହି ଜିଲ୍ଲାଗୁଡିକୁ ପାଇଁ ସତର୍କ ରହିବାକୁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ଏହି ଜିଲ୍ଲାଗୁଡ଼ିକ ହେଉଛି ଖୋର୍ଦ୍ଧା, କଟକ, ଢେଙ୍କାନାଳ, ଜଗତସିଂହପୁର, କେନ୍ଦ୍ରାପଡ଼ା, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଦେବଗଡ଼, ଯାଜପୁର, ଭଦ୍ରକ, ବରଗଡ଼, ଅନୁଗୋଳ, ନୟାଗଡ଼, ବଲାଙ୍ଗିର, ବୌଦ୍ଧ, ସୁବର୍ଣ୍ଣପୁର, ନୂଆପଡ଼ା, ସୁନ୍ଦରଗଡ଼, ସମ୍ବଲପୁର ଓ ଝାରସୁଗୁଡ଼ା।



from Odisha Reporter https://ift.tt/2BSVJZ1

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages