ବଦଳିଲେ ଟ୍ୱିନ୍‌ସିଟିର ୨୬ଟି ଥାନାର ଆଇଆଇସି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, February 14, 2019

ବଦଳିଲେ ଟ୍ୱିନ୍‌ସିଟିର ୨୬ଟି ଥାନାର ଆଇଆଇସି

police-1234

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କମିଶନରେଟ୍‌ ପୁଲିସ୍‌ରେ ବଡ଼ ଧରଣର ଅଦଳବଦଳ ହୋଇଛି। ଏଡିସିପି, ଏସିପି ଏବଂ ଇନ୍ସପେକ୍ଟର ସ୍ତରରେ ଅଦଳବଦଳ  କରାଯାଇଛି। ତେବେ କଟକ ଓ ଭୁବନେଶ୍ୱରର ମୋଟ ୨୬ଟି ଥାନାର ଆଇଆଇସିଙ୍କୁ ବଦଳି କରାଯାଇଛି।

ଗିରିଜା ଶଙ୍କର ଚକ୍ରବର୍ତ୍ତୀ କ୍ୟାପିଟାଲ ଥାନାର ଆଇଆଇସି ହୋଇଛନ୍ତି। ଅରୁଣ କୁମାର ସ୍ୱାଇଁ ନୟାପଲ୍ଲୀ ଥାନାଧିକାରୀ ହୋଇଛନ୍ତି। ଖଣ୍ଡଗିରି ଥାନା ଆଇଆଇସି ହୋଇଛନ୍ତି ରଶ୍ମୀରଂଜନ ମହାପାତ୍ର। ସେହିପରି ବିଶ୍ୱରଂଜନ ନାୟକ ହେଲେ ଚନ୍ଦ୍ରଶେଖରପୁର ଥାନା ଆଇଆଇସି। ଅମିତାଭ ମହାପାତ୍ର ହେଲେ ଖାରବେଳନଗର ଥାନା ଆଇଆଇସି।

ଅନ୍ୟପକ୍ଷରେ ହିମାଂଶୁ ଭୂଷଣ ସ୍ୱାଇଁ ହେଲେ ବାଦାମବାଡ଼ି ଥାନା ଆଇଆଇସି। ରବି ନାରାୟଣ ଭଂଜ ହେଲେ ମାଲଗୋଦାମ ଥାନାଧିକାରୀ। ମନୋଜ ରୋଶନ ବିଲୁଙ୍ଗ ମଧୁପାଟଣା ଥାନା IIC ହୋଇଛନ୍ତି। ଏମିତି ୨୬ଟି ଥାନାର ଆଇଆଇସିଙ୍କୁ ବଦଳି କରାଯାଇଛି।



from Odisha Reporter http://bit.ly/2EbnRZ3

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages