ସହିଦଙ୍କ ସ୍ମୃତିରେ ଶୋକ ସଭା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, February 21, 2019

ସହିଦଙ୍କ ସ୍ମୃତିରେ ଶୋକ ସଭା

କଟକ(ଓଡ଼ିଶା ରିପୋର୍ଟର): ପୁଲୱାମାରେ ଆତଙ୍କବାଦୀଙ୍କ ଆକ୍ରମଣରେ ସହିଦ ହୋଇଥିବା ଭାରତୀୟ ବୀର ଯବାନମାନଙ୍କ ପାଇଁ ସମଗ୍ର ଦେଶବାସୀ ଶ୍ରଦ୍ଧାଞ୍ଜଳି ଜଣାଉଛନ୍ତି। ଏତେବଡ଼ ଦୁଃଖଦ ଘଟଣାରେ ସାରା ଦେଶ ମ୍ରିୟମାଣ ହୋଇପଡ଼ିଛି।

ଏହି ପରିପ୍ରେକ୍ଷୀରେ କଟକ ଜିଲ୍ଲା ସାଲେପୁର ବ୍ଲକ୍ ଅନ୍ତର୍ଗତ ରାଘବପୁର ଓ ବାହାରପଡ଼ା ଗ୍ରାମରେ ଦିବ୍ୟଜ୍ୟୋତି କ୍ଲବ ପକ୍ଷରୁ ଏକ ଶୋକସଭା ହୋଇଯାଇଛି।  ସହିଦ୍‌ଙ୍କ ଅମର ଆତ୍ମାର ସଦ୍‌ଗତି ନିମନ୍ତେ ନିରବ ପ୍ରାର୍ଥନା କରାଯାଇଛି।

ବୀର ଯବାନଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରି କ୍ଲବର ସଦସ୍ୟ ଓ ସ୍ଥାନୀୟ ଯୁବକଯୁବତୀମାନେ କ୍ୟାଣ୍ଡେଲ୍‌ ଜାଳି ନିରବ ପ୍ରାର୍ଥନା କରିଛନ୍ତି। ସେହିପରି ଶୋଭାଯାତ୍ରାରେ ବାହାରି ବୀର ଯବାନ ଅମର ରହେ ନାରା ଦେଇ ସହିଦଙ୍କ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି।



from Odisha Reporter https://ift.tt/2GBLQ5R

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages