ମାର୍ଚ୍ଚ ୩୧ରୁ ଝାରସୁଗୁଡ଼ାରୁ ନିୟମିତ ବିମାନ ଉଡ଼ାଣ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, February 9, 2019

ମାର୍ଚ୍ଚ ୩୧ରୁ ଝାରସୁଗୁଡ଼ାରୁ ନିୟମିତ ବିମାନ ଉଡ଼ାଣ

tttttttt000

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):ଆସନ୍ତା ମାର୍ଚ୍ଚ ୩୧ ତାରିଖରୁ ଝାରସୁଗୁଡ଼ାରୁ ନିୟମିତ ଉଡ଼ାଣ କରିବ ବିମାନ। ଝାରସୁଗୁଡ଼ା ବିମାନ ବନ୍ଦର ନିର୍ଦ୍ଦେଶକ ଏସ୍.କେ. ଚୌହ୍ୱାନ ଏହି ସୂଚନା ଦେଇଛନ୍ତି।

ଝାରସୁଗୁଡ଼ାରୁ ଦେଶର ୩ଟି ସ୍ଥାନକୁ ଉଡ଼ିବ ‘ସ୍ପାଇଶ୍ ଜେଟ୍’ ବିମାନ। ଦିଲ୍ଲୀ, କୋଲକାତା ଓ ହାଇଦ୍ରାବାଦକୁ ସ୍ପାଇଶ୍ ଜେଟ୍ ଉଡ଼ିବ ବୋଲି ସ୍ପାଇଶ୍ ଜେଟ୍ କର୍ତ୍ତୃପକ୍ଷଙ୍କ ବିମାନ ବନ୍ଦର ପରିଦର୍ଶନ ପରେ ସୂଚନା ଦେଇଛନ୍ତି।



from Odisha Reporter http://bit.ly/2SqEj0k

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages