ଟ୍ରାକ୍ଟର ଓଲଟି ହେଲପର୍ ମୃତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, February 10, 2019

ଟ୍ରାକ୍ଟର ଓଲଟି ହେଲପର୍ ମୃତ

accident

ବାଲେଶ୍ୱର (ରଶ୍ମି ରଞ୍ଜନ ଦାସ): ବାଲେଶ୍ୱର ଜିଲ୍ଲା ବସ୍ତା ବ୍ଲକ୍‌ ଜାମୁଶୁଳୀ ଛକରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରାକ୍ଟର ଓଲଟି ପଡ଼ିବାରୁ ହେଲପର୍‌ଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ପରିଚୟ ମିଳି ପାରି ନାହିଁ।

ସ୍ଥାନୀୟ ଲୋକେ ମୃତ ହେଲପର୍ ଓ ଟ୍ରାକ୍ଟର ଡ୍ରାଇଭରଙ୍କୁ ଉଦ୍ଧାର କରିଥିଲେ।

ଡ୍ରାଇଭରଙ୍କୁ ଗୁରୁତର ଅବସ୍ଥାରେ ବସ୍ତା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଟ୍ରାକ୍ଟରଟି ପଞ୍ଚୁପାଲି ଅଞ୍ଚଳର ବୋଲି ଜଣାପଡ଼ିଛି।



from Odisha Reporter http://bit.ly/2BnDsTt

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages