ବାଇକ୍‌କୁ ପିଟି ଦେଲା ବସ୍‌, ଘଟଣାସ୍ଥଳରେ ଚାଲିଗଲା ଜୀବନ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, February 28, 2019

ବାଇକ୍‌କୁ ପିଟି ଦେଲା ବସ୍‌, ଘଟଣାସ୍ଥଳରେ ଚାଲିଗଲା ଜୀବନ

deadbody

ମାଲକାନଗିରି (ଜିତେନ୍ଦ୍ର ବେଉରା): ମାଲକାନଗିରି ଜିଲ୍ଲା କୋତାମେଟା ଗାଁ ନିକଟରେ ବସ୍ ଧକ୍କାରେ ଜଣେ ବାଇକ୍ ଆରୋହୀଙ୍କ ମୃତ୍ୟୁ ଘଟିଛି। ଘଟଣାସ୍ଥଳରେ ହିଁ ତାଙ୍କ ମୃତ୍ୟୁ ହୋଇଯାଇଥିଲା। ତାଙ୍କ ନାଁ ମଙ୍ଗଳ ବାଙ୍କିଆ।

ଆଜି ସକାଳେ ପ୍ରାୟ ଆଠଟା ବେଳେ ଏହି ଦୁର୍ଘଟଣା ଘଟିଥିଲା। ନୀଳକଣ୍ଠେଶ୍ୱର ନାମକ ଏକ ଘରୋଇ ବସ୍ ଭୁବନେଶ୍ୱରରୁ ମାଲକାନଗିରି ଅଭିମୁଖେ ଆସୁଥିବା ବେଳେ କୋତାମେଟା ନିକଟରେ ବାଇକ୍‌କୁ ଧକ୍କା ଦେଇଥିଲା।

ଦୁର୍ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଥିଲା। ପୁଲିସ୍ ଘଟଣାର ତଦନ୍ତ କରୁଛି।



from Odisha Reporter https://ift.tt/2VmgxPS

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages