ପିକ୍‌ଅପ୍ ଭ୍ୟାନ୍ ଓଲଟି ୩ ମୃତ, ୧୨ ଗୁରୁତର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, February 10, 2019

ପିକ୍‌ଅପ୍ ଭ୍ୟାନ୍ ଓଲଟି ୩ ମୃତ, ୧୨ ଗୁରୁତର

accident12

ମାଲକାନଗିରି (ଜିତେନ୍ଦ୍ର ବେଉରା): ପିକ୍ଅପ୍ ଭ୍ୟାନ୍ ଓଲଟି ୩ ଜଣଙ୍କ ମୃତ୍ୟୁ ଘଟିଛି। ଏଥିରେ ୧୨ ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି।

ଏ ଦୁର୍ଘଟଣା ଘଟିଛି ମାଲକାନଗିରି ଜିଲ୍ଲାରେ। ମାଲକାନଗିରି-ଗୋବିନ୍ଦପାଲ୍ଲୀ ରାସ୍ତାର ପାଙ୍ଗାମ ନିକଟରେ ଏହି ଦୁର୍ଘଟଣା ଘଟିଛି।

ଗୁରୁତରମାନଙ୍କୁ ମାଥିଲି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

କେଉଁ କାରଣରୁ ଏ ଦୁର୍ଘଟଣା ଘଟିଲା, ତାହା ଜଣାପଡ଼ି ନାହିଁ। ସବିଶେଷ ସୂଚନାକୁ ଅପେକ୍ଷା କରାଯାଇଛି।



from Odisha Reporter http://bit.ly/2N3NMoo

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages