ତୃତୀୟ ଟି-ଟ୍ୱେଣ୍ଟି: ଟସ୍‌ ଜିତି ଭାରତର ଫିଲ୍ଡିଂ ନିଷ୍ପତ୍ତି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, February 9, 2019

ତୃତୀୟ ଟି-ଟ୍ୱେଣ୍ଟି: ଟସ୍‌ ଜିତି ଭାରତର ଫିଲ୍ଡିଂ ନିଷ୍ପତ୍ତି

cricket

ହାମିଲ୍‌ଟନ୍‌: ଭାରତ ଓ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ଶେଷ ତଥା ତୃତୀୟ ଟି-ଟ୍ୱେଣ୍ଟି ଆଜି ହାମିଲ୍‌ଟନ୍‌ରେ ଖେଳାଯିବ। ଭାରତ ଟସ୍‌ ଜିତି ଫଲ୍ଡିଂ ନିଷ୍ପତ୍ତି ନେଇଛି। ସିରିଜ୍‌ ଏବେ ୧-୧ ସ୍ଥିତିରେ ଥିବାରୁ ଦୁଇ ଦଳ ଏହି ମ୍ୟାଚ୍‌ ଜିତି ସିରିଜ୍‌ ହାତେଇବା ଲକ୍ଷ୍ୟରେ ପଡ଼ିଆକୁ ଓହ୍ଲାଇବେ।

ପ୍ରଥମ ମ୍ୟାଚ୍‌ରେ ନ୍ୟୁଜିଲ୍ୟାଣ୍ଡଠାରୁ ଭାରତ ଶୋଚନୀୟ ଭାବେ ପରାସ୍ତ ହୋଇଥିଲା। ତେବେ ଦ୍ୱିତୀୟ ମ୍ୟାଚ୍‌ରେ ଭାରତ ଖେଳାଳିଙ୍କୁ ଫୁଲ୍‌ ଫର୍ମରେ ଦେଖିବାକୁ ମିଳିଥିଲା। ଭାରତୀୟ ଟିମ୍‌ ଏହି ମ୍ୟାଚ୍‌ ଜିତି ସିରିଜ୍‌କୁ ୧-୧ କରିଥିଲା।

ଟିମ୍‌ ଇଣ୍ଡିଆ: ରୋହିତ ଶର୍ମା(ଅଧିନାୟକ), ଶିଖର ଧୱନ, ରିଷଭ ପନ୍ତ, ଦୀନେଶ କାର୍ତ୍ତିକ, ଏମ୍‌ଏସ୍‌ ଧୋନି(ୱି),କୃନାଲ ପାଣ୍ଡ୍ୟା, ହାର୍ଦ୍ଦିକ ପାଣ୍ଡ୍ୟା, କୁଲଦୀପ ଯାଦବ, ଭୁବନେଶ୍ୱର କୁମାର, ଖଲୀଲ ଅହମ୍ମଦ ଓ ବିଜୟ ଶଙ୍କର।

ନ୍ୟୁଜିଲ୍ୟାଣ୍ଡ ଟିମ୍‌: ଟିମ୍‌ ସେଫର୍ଟ, କଲିନ୍‌ ମନରୋ, କେନ୍‌ ୱିଲିମସନ(ଅଧିନାୟକ), ଡି ମିଚେଲ, ରସ ଟେଲର, କଲିନ ଡି ଗ୍ରାଣ୍ଡହୋମ, ମିଚେଲ ସାଣ୍ଟନର, ସ୍କଟ କୁଙ୍ଗିଲେଜିନ, ଟିମ ସାଉଦି, ଈଶ ଶୋଢ଼ି ଓ ବାଲାଇର ଟିକନେଟ।



from Odisha Reporter http://bit.ly/2BssOLk

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages